Page:Kaunri Kamachandira dese.pdf/44

From Wikisource
Jump to navigation Jump to search
This page has been proofread.

ଚିତ୍ର

ଗଲୁ । ପ୍ରଥମ ଶ୍ରେଣୀରେ ଟିକେଟ ସହଜରେ ମିଳିନଥିଲା । ରାଜର୍ଷି ଭଟ୍ଟାଚାର୍ଜୀବାବୁଙ୍କ ସ୍ଵତନ୍ତ୍ର ଚେଷ୍ଟାରେ ଅତି ବଡ଼ ଲୋକ ବା ଅଧିକାରୀଙ୍କ ପାଇଁ ଭି.ଆଇ.ପି. କୋଟାରୁ ଗୋଟିଏ ସିଟ ମିଳିଥିଲା । ପୂର୍ବଦିନ ସନ୍ଧ୍ୟାରେ ଆସି ତା'ର ବ୍ୟବସ୍ଥା କରାଯାଇଥିଲା । ରିଜର୍ଭେସନ ଚୁଡ଼ାନ୍ତ କରାଯାଇଥିଲା । ସେଠାରେ ସିଂହବାବୁ ନାମକ ଜଣେ ଓଡ଼ିଆ ଭଦ୍ରଲୋକ ଦୂର ସଂଚାରଣ ବା ଟେଲିକମ୍ୟୁନିକେସନ ଇଞ୍ଜିନିୟର ଭାବେ ଯୋଗଦେଇଥିଲେ ।









                              ୪୪